ନବ ଦାସ ହତ୍ୟାକାଣ୍ଡ, ଆଜି ସାକ୍ଷ୍ୟ ଗ୍ରହଣ |

18

କଟକ (ଉତ୍କଳ ନ୍ୟୁଜ ) ୬-୦୮-୨୦୨୫ : ରାଜ୍ୟ ର ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଝାରସୁଗୁଡ଼ା ଏଡିଜେ କୋର୍ଟରେ ଶୁଣାଣି ଆଜି | ଅନ୍ୟତମ ମୁଖ୍ୟ ସାକ୍ଷୀ ତତ୍କାଳୀନ ବ୍ରଜରାଜନଗର IICଙ୍କ ସାକ୍ଷ୍ୟ ଗ୍ରହଣ ହେବ | ତତ୍କାଳୀନ ବ୍ରଜରାଜନଗର ଥାନା ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସ୍ବାଇଁଙ୍କର ସାକ୍ଷ୍ୟ | ୨୦୨୩ ଜାନୁଆରୀ ୨୯ ତାରିଖରେ ବ୍ରଜରାଜନଗର ଗାନ୍ଧୀ ଛକରେ ନବ ଦାସଙ୍କୁ ହତ୍ୟା କରାଯାଇଥିଲା |